ସୃଷ୍ଟି ହେଲା ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଘନୀଭୂତ ହୋଇ ସେପ୍ଟେମ୍ବର ୨୧ ତାରିଖରେ ଅବପାତ ରୂପ ନେଇପାରେ। ଆସନ୍ତା ୨୨ ରେ ଗଭୀର ଅବପାତ ରୂପ ନେବା ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।

powered by social2s