ଚନ୍ଦନପୁରର ଲକ୍ଷ୍ମୀ ନୃସିଂହ ମନ୍ଦିରରୁ ଚୋରି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଚନ୍ଦନପୁରର ଲକ୍ଷ୍ମୀ ନୃସିଂହ ମନ୍ଦିରରୁ ଚୋରି ହୋଇଛି। ପୁରୀ ଜିଲ୍ଲା ତଡ଼ାସ ଜଗନ୍ନାଥପୁର ସ୍ଥିତ ଲକ୍ଷ୍ମୀ ନୃସିଂହ ମନ୍ଦିର ହୁଣ୍ଡି ଭାଙ୍ଗି ଚୋରି କରିଛନ୍ତି ଦୁର୍ବୁତ୍ତ। ଖବର ପାଇ ତଦନ୍ତ ଆରମ୍ଭ କରିଛି ପୋଲିସ। ୨୦୨୩ରେ ସମାନ ମନ୍ଦିରରୁ ରାଧାକୃଷ୍ଣଙ୍କ ମୂର୍ତ୍ତି ଚୋରି କରିଥିଲେ ଦୁର୍ବୃତ୍ତ।

powered by social2s