ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବାଲେଶ୍ୱର: ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ୍‌ ସିଲିଣ୍ଡର ଫାଟି ରେଷ୍ଟୁରାଣ୍ଟରେ ନିଆଁ ଲାଗିଥିବା ସୂଚନା। ରେଷ୍ଟୁରାଣ୍ଟରୁ ନିଆଁ ବ୍ୟାପି କିଛି ଗାଡ଼ି ପୋଡ଼ିଯାଇଛି। ଅଗ୍ନିକାଣ୍ଡରେ କେହି ଆହତ ହୋଇନାହାନ୍ତି।

powered by social2s