ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ ବଙ୍ଗୋପସାଗର ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ ବଙ୍ଗୋପସାଗର ଲଘୁଚାପ ବୋଲି କହିଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ଯେ, କାଲିଠୁ ବର୍ଷା ଆରମ୍ଭ ହେବ। ସେପ୍ଟେମ୍ବର ୨୩ ଓ ୨୪ରେ ପ୍ରବଳ ବର୍ଷା ହେବ। ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇନ୍ଦ୍ରାବତୀରେ ଏବଂ ତେଲିଙ୍ଗିରି ଡ୍ୟାମରେ ପାଣି କମାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

powered by social2s