ମହିଳା ହକି ଟିମ୍ ପାଇଁ ପୁରସ୍କାର ଘୋଷଣା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ସ୍ବର୍ଣ୍ଣ ବିଜେତା ମହିଳା ହକି ଟିମ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର ଘୋଷଣା କରାଯାଇଛି। ପ୍ରତି ଖେଳାଳିଙ୍କ ପାଇଁ ୧୧ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କୋଚ୍ ଓ ଅନ୍ୟ ସପୋର୍ଟ ଷ୍ଟାଫ ପାଇବେ ୫.୫ ଲକ୍ଷ ଟଙ୍କାର ପୁରସ୍କାର। ୪୪ ବର୍ଷ ପରେ ଏସିଆନ୍‌ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଛି ମହିଳା ହକି ଦଳ।

powered by social2s