ଓଡ଼ିଶାରେ ଅକ୍ଟୋବର ୧୫ରେ ଛାତ୍ର ସଂସଦ ନିର୍ବାଚନ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଅକ୍ଟୋବର ୧୫ ତାରିଖରେ ଓଡ଼ିଶାରେ ହେବ ଛାତ୍ର ସଂସଦ ନିର୍ବାଚନ। ଏନେଇ ସୂଚନା ଦେଲେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ସୂଚନା ଦେଲେ ମନ୍ତ୍ରୀ। କଲେଜ ପକ୍ଷରୁ ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି। ୯ ତାରିଖରେ ନାମାଙ୍କନ ଦାଖଲ କରାଯିବ।

powered by social2s