ଭୁବନେଶ୍ୱର : ଓଏଏସ ସ୍ତରରେ ଅଦଳବଦଳ କଲେ ଓଡ଼ିଶା ସରକାର। ଗୀତାଞ୍ଜଳି ନାୟକ ହେଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ। ଆଇଟି ବିଭାଗର ଅତିରିକ୍ତ ଶାସନ ସଚିବ ଦାୟିତ୍ବ ମଧ୍ୟ ତୁଲାଇବେ ନାୟକ। ନିବେଦିତା ବିଶ୍ବାଳ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ତ୍ରିଲୋଚନ ମହାନ୍ତି ହେଲେ ଭୁବନେଶ୍ବରସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ। କୁକୁମୀନା ଦାସ ହେଲେ PD, R&R, ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ।
powered by social2s

