ମନ୍ଦିର ତାଲା ଭାଙ୍ଗି ଚୋରି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କୋଣାର୍କ: ପୁରୀ ଜିଲ୍ଲା କୋଣାର୍କ ତହସିଲ ଆମ୍ବିଳି ଗାଁରେ ନାରାୟଣୀ ମନ୍ଦିରରୁ ବିଳମ୍ବିତ ରାତିରେ ଚୋରି ହୋଇଛି। ମନ୍ଦିର ତାଲା ଭାଙ୍ଗି ଚୋରି କରିଛନ୍ତି ଦୁର୍ବୃତ୍ତ। ରୁପା ଅଳଙ୍କାର ସହ ପିତଳ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ କରାଯାଇଛି।

powered by social2s