ଭୁବନେଶ୍ୱର : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ସୁଖମୟ ଜୀବନ କାମନା କଲେ ମୁଖ୍ୟମନ୍ତ୍ରୀ। ୮୦ ବର୍ଷାରେ ପାଦ ଥାପିଲେ ନବୀନ ପଟ୍ଟନାୟକ।
powered by social2s