ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ୩ ଦିନ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ। ବିଭିନ୍ନ ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି ହୋଇଛି। ୩୦-୪୦ କିମି ବେଗରେ ପବନ ବହିବା ନେଇ ଅନୁମାନ କରାଯାଇଛି। ଏଥିପାଇଁ ଅନେକ ଜିଲ୍ଲାକୁ ୟେଲୋ ଓ୍ୱାର୍ଣିଂ ଜାରି କରାଯାଇଛି। ସେପଟେ ଅକ୍ଟୋବର ୨୨ରୁ ୨୭ ମଧ୍ୟରେ ଏକ ସମ୍ଭାବ୍ୟ ଲଘୁଚାପ ସୃଷ୍ଟି ନେଇ ନଜର ରଖାଯାଇଛି।
powered by social2s

