ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅକ୍ଟୋବର ୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି। ଆସନ୍ତା ୨୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ଆଜି ପ୍ରସ୍ତୁତି ସମୀକ୍ଷା ବୈଠକ କରିବେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ।
powered by social2s