ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ପୋଲିସ ଏନକାଉଣ୍ଟର କରିଛି। ଆମ୍ବଦରହ ଜଙ୍ଗଲ ନିକଟରେ ଏହି ଏନକାଉଣ୍ଟର ହୋଇଛି। ବଣ୍ଟିର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ତାକୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଭିଯୁକ୍ତର ଘର ହନୁମାନ ନଗର ଓରିଏଣ୍ଟ ଥାନା ଅଞ୍ଚଳରେ। ଚଢ଼ାଉ ବେଳେ ବଣ୍ଟି ପୋଲିସକୁ ଦେଖି ପ୍ରଥମେ ଗୁଳି ଚଳାଇଥିଲା, ଆତ୍ମରକ୍ଷା ପାଇଁ ପୋଲିସ ପାଲଟା ଗୁଳି ଚାଳନା କରିଥିଲା। ବଣ୍ଟି ନାଁରେ ବିଭିନ୍ନ ଥାନାରେ ୧୭ଟି ମାମଲା ରହିଛି।
powered by social2s

