ପୂଜା ମଣ୍ଡପ ବୁଲିବେନି ମୁଖ୍ୟମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ। ଲଗାଣ ବର୍ଷା ଓ ବନ୍ୟାଜନିତ କ୍ଷୟକ୍ଷତି ଦୃଷ୍ଟିରୁ ନିରାଡମ୍ବର ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ। ବିଶେଷ କରି ଚାଷୀ ଭାଇଭଉଣୀଙ୍କ ବ୍ୟାପକ କ୍ଷୟକ୍ଷତି ଯୋଗୁ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ଏଥିପାଇଁ ଦଶହରାରେ ମୁଖ୍ୟମନ୍ତ୍ରୀ ପୂଜା ମଣ୍ଡପ ବୁଲି ଦର୍ଶନ କରିବେ ନାହିଁ।

powered by social2s