ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଉଜଳପୁର ଗାଁରେ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଜଣେ ୬୫ ବର୍ଷୀୟ ବୃଦ୍ଧ ପ୍ରାଣ ହରାଇଥିବା ସୂଚନା। କିଛି ଦିନ ପୂର୍ବରୁ ନିଜ ବିଲରୁ ଫେରିବା ପରେ ସେ ଅସୁସ୍ଥ ହୋଇଥିଲେ। ରିପୋର୍ଟ ପଜିଟିଭ୍ ଆସିବା ପରେ ଚିକିତ୍ସାଧୀନ ଅବସ୍ଥାରେ ମେଡିକାଲରେ ମୃତ୍ୟୁ ହୋଇଛି।
powered by social2s

