ପୁରୀ : ଆଜି କାର୍ତ୍ତିକ ମାସର କୃଷ୍ଣପକ୍ଷ ଦଶମୀ ତିଥି। ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି।
ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ବନକଲାଗି।
ବନକଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ।
powered by social2s

