ଦୀପାବଳି ପାଳିବେନି ଓଡ଼ିଶା ମୁଖ୍ୟମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଦୀପାବଳି ପାଳିବେନି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟ ପାଇଁ ଏହି ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ। ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ନିବାସରେ ହେବନି ଦୀପାବଳି ଉତ୍ସବ। ଉପହାର କିମ୍ବା ଫୁଲତୋଡ଼ା ନେଇ ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ। ଦକ୍ଷିଣ ଓଡ଼ିଶାର ବନ୍ୟା ପ୍ରଭାବିତଙ୍କ ପ୍ରତି ସମ୍ବେଦନଶୀଳ ହେବାକୁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିପର୍ଯ୍ୟୟ ପ୍ରଭାବିତଙ୍କୁ ସହାୟତାର ହାତ ବଢ଼ାଇବାକୁ କଲେ ଅନୁରୋଧ।

powered by social2s