ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ। ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି। ୨୪ଘଣ୍ଟାରେ ଅବପାତ, ୧୬ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା ରହିଛି। ଗତିପଥ ଓ ଉପକୂଳ ଅତିକ୍ରମ ନେଇ ଏବେ ସ୍ପଷ୍ଟତା ନାହିଁ। ୧୭ ନଭେମ୍ବର ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ଶୁଖିଲା ରହିବ। ୧୮ ଓ ୧୯ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

powered by social2s