ଭୁବନେଶ୍ୱର : ଫେବ୍ରୁଆରୀ ୧୬ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଇଁ ଆସିଲା ପରୀକ୍ଷା ସୂଚୀ। ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୮ରେ ସରିବ ପରୀକ୍ଷା। ଦିନ ୧୦ଟାରୁ ଗୋଟିଏ ସିଟିଂରେ ହେବ ପରୀକ୍ଷା।
powered by social2s