କଟକ : କଟକ ପୁରୀଘାଟ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏଥିରେ ଜଣେ ପ୍ରାଣ ହରାଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ଆହତ ଏସ ସି ବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏକ ମଦ ଦୋକାନ ସାମ୍ନାରେ ଗାଡ଼ି ରଖିବାକୁ ନେଇ କଥାକଟାକଟି ପରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଦୁଇ ଗୋଷ୍ଠୀ ମଧ୍ୟରେ ଢେଲାପଥର ମାଡ଼ ହୋଇଥିଲା।
powered by social2s

