ଭୁବନେଶ୍ୱର: ଅନ୍ୟ ନିର୍ବାଚନମଣ୍ଡଳୀ ବୁଲିବାକୁ ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଡିସେମ୍ବର ୧ ରୁ ୨୫ ଯାଏଁ ଅନ୍ୟ ନିର୍ବାଚନମଣ୍ଡଳୀ ବୁଲିବେ ବିଧାୟକ। ସାଙ୍ଗଠନିକ ସ୍ଥିତିର ସମୀକ୍ଷା କରିବାକୁ ବିଧାୟକଙ୍କୁ ଟାସ୍କ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବିଭିନ୍ନ ସରକାରୀ ଯୋଜନାକୁ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ଅପିଲ୍ କରିଛନ୍ତି। ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଧାୟକଙ୍କୁ ଟାସ୍କ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
powered by social2s

