କୂଅ ସଫା ବେଳେ ଶ୍ୱାସରୁଦ୍ଧ ହୋଇ ୨ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ହାଟଭରାଣ୍ଡି ସୋନାରପରା ଗାଁ ରେ କୂଅ ସଫା ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣଙ୍କ ମୃତ ହୋଇଛି। ଅନ୍ୟ ଜଣେ ସଙ୍କଟାପନ୍ନ ହୋଇ ହାଟଭରାଣ୍ଡି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।

powered by social2s