ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ସମ୍ବଲପୁର, କେନ୍ଦୁଝର, ବରଗଡ଼, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଜୁନ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

powered by social2s