ଗ୍ୟାସ ଟାଙ୍କି ଫାଟି ଜଳିଗଲା ଦୋକାନ ଭୁବନେଶ୍ୱର: ଭୁବନେଶ୍ୱର ସିଆରପି ଛକ ନିକଟରେ ଏକ ଦୋକାନ ଜଳିଯାଇଥିବା ସୂଚନା ମିଳିଛି। ଗ୍ୟାସ ଟାଙ୍କି ଫାଟିବାରୁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡରେ କେହି ଆହତ ହୋଇନଥିବା ବେଳେ ଦୋକାନ ଟି ସମ୍ପୂର୍ଣ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି।
powered by social2s

