ଭୁବନେଶ୍ବରରେ ୫୦ ରୁ ଅଧିକ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଭୁବନେଶ୍ବରର ନିଳାଦ୍ରୀ ବିହାର ଓ ଶୈଳଶ୍ରୀ ବିହାର ଅଞ୍ଚଳରେ ୫୦ରୁ ଅଧିକ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବିଶଷକରି ୱଡ ନମ୍ବର ୭ ଓ ୧୪ ରେ ବହୁ ସଂଖ୍ୟକ ରୋଗୀ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଡେଙ୍ଗୁ ନିୟନ୍ତ୍ରଣ ପାଇଁ ଏହିସବୁ ଅଞ୍ଚଳରେ ସଫେଇ କାର୍ଯ୍ୟକ୍ରମ କରାଯିବା ସହିତ ବିଭିନ୍ନ ନାଳରେ ମଶା ତେଲ ପକାଯାଉଛି। ଆଗକୁ ଡେଙ୍ଗୁକୁ ନେଇ ସଚେତନତା ରଥ ଗଡ଼ିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି।

powered by social2s