ଜୁଲାଇ ୧୧ ରେ ଲଘୁଚାପ; ଉପକୂଳ ସମେତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଜୁଲାଇ ୧୧ ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସମ୍ଭାବନା ରହିଛି। ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ହୋଇପାରେ। ଲଘୁଚାପର ପ୍ରଭାବରେ ରାଜ୍ୟରେ ମଧ୍ୟମ ରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଉପକୂଳ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିପାରେ।

powered by social2s