ଭୁବନେଶ୍ୱର: ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ମନ୍ତ୍ରୀ କହିଛନ୍ତି ଯେ ପୂର୍ବରୁ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଫଳ ପ୍ରକାଶ ପାଇବାର ଥିଲା, ସୁପ୍ରିମକୋର୍ଟ ନିର୍ଦେଶ ପରେ ୩୧ ସୁଦ୍ଧା ରେଜଲ୍ଟ ପାଇଁ ଚାଲିଛି ପ୍ରୟାସ।
powered by social2s

