ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଂଚଳରେ ପ୍ରବଳ ବର୍ଷା ର ସମ୍ଭାବନା ରହିଛି। ଜୁଲାଇ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ବତନ୍ତ୍ର ରିଲଫ କମିଶନର।
powered by social2s

