ଚତୁର୍ଦ୍ଧାମୂର୍ତ୍ତିଙ୍କ କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ: ନବୀନ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର: ପଵିତ୍ର ରଥଯାତ୍ରା ଉପଲକ୍ଷେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ।

 

ଚତୁର୍ଦ୍ଧାମୂର୍ତ୍ତିଙ୍କ କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ ବୋଲି ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। 

 

ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ପ୍ରାର୍ଥନା କଲେ ନବୀନ ପଟ୍ଟନାୟକ ।

 

powered by social2s