ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଆଜି ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। କୋଭିଡ କଟକଣା ପାଇଁ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ମିଳିନି ଅନୁମତି। ପୁରୀ ପାଇଁ ଆଜି ରାତି ୮ ଟା ଯାଏଁ କର୍ଫ୍ୟୁ ପ୍ରତ୍ୟାହାର କରାଯାଇଛି। କେବଳ ସରଧାବାଲି ନିକଟ ଅଞ୍ଚଳରେ କର୍ଫ୍ୟୁ ବଳବତ୍ତର ରହିଛି। ଗୁଣ୍ଡିଚା ମନ୍ଦିର ପାଖରେ କାଲି ସକାଳ ୬ ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ।

powered by social2s