ଭୁବନେଶ୍ୱର: ଓଡ଼ିଶାରେ ସଂକ୍ରମଣ କମୁଛି । ଗତ କିଛି ଦିନର ସଂକ୍ରମଣ ସଂଖ୍ୟାକୁ ତୁଳନା କଲେ ବର୍ତ୍ତମାନର ସଂଖ୍ୟା ହ୍ରାସ ପାଉଛି। ଏହି ସୂଚନା ଦେଇଛନ୍ତି ଡିଏମଇଟି ସିବିକେ ମହାନ୍ତି। ମହାନ୍ତି କହିଛନ୍ତି ଯେ କଟକ ଓ ଖୋର୍ଦ୍ଧା ସମେତ କିଛି ଜିଲ୍ଲାକୁ ସ୍ୱତନ୍ତ୍ର ଫୋକସ ଦିଆଯାଇଛି। ପ୍ରତ୍ୟେକ ଦିନର ସଂକ୍ରମଣ ହାର ଅନ୍ୟାନ୍ୟ ତଥ୍ୟକୁ ସମୀକ୍ଷା କରାଯାଇଛି। ସେହି ଅନୁସାରେ ଅନଲକ ନେଇ ସରକାର ନିଷ୍ପତ୍ତି ନେବେ ।
powered by social2s

