ବଢ଼ୁଚି ବୈତରଣୀ ନଦୀର ଜଳସ୍ତର ଭଦ୍ରକ: ଭଦ୍ରକ ଜିଲ୍ଲା ଆଖୁଆପଦା ଠାରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବନ୍ୟାଜଳ । ଆଖୁଆପଦାରେ ବିପଦ ସଂକେତ ୧୭.୮୩ ମିଟର ଥିବାବେଳେ ଏବେ ୧୭.୯୪ ମିଟରରେ ଜଳ ପ୍ରବାହିତ ହେଉଥିବା ସୂଚନା ମିଳିଛି। ସେପଟେ ସମ୍ବଲପୁର ଜିଲ୍ଲା ହୀରାକୁଦ ଜଳଭଣ୍ଡାରର ୪ ଟି ଗେଟ ଖୋଲାଯାଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳ ନିଷ୍କାସନ ପାଇଁ ଖୋଲାଯାଇଛି ଗେଟ।
powered by social2s

