ଭୁବନେଶ୍ୱର: ସ୍କୁଲ୍ ରେ ଅନୁପସ୍ଥିତ ଯୋଗୁଁ ୨୦ ଜଣ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ରାୟଗଡ଼ା ଜିଲ୍ଲା ମଙ୍ଗଳ ଅଧିକାରୀ। ଏହା ସହିତ ୨୫ ଜଣ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ ଦିଆଯାଇଛି। ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଜିଲ୍ଲା ମଙ୍ଗଳ ଅଧିକାରୀ।
powered by social2s

