ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆରମ୍ଭ ହବ ପ୍ରକ୍ରିୟା। ଦିନ ୧୧ ଟାରୁ SAMS ପୋର୍ଟାଲରେ ଉପଲବ୍ଧ ହେବ ଫର୍ମ। ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଅକ୍ଟୋବର ୮ ତାରିଖ ସୁଦ୍ଧା ସରିବ ନାମଲେଖା ପ୍ରକ୍ରିୟା।
powered by social2s