ପୁରୀ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଆରମ୍ଭ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଆଜିଠୁ ପୁରୀ ଶ୍ରୀମନ୍ଦିରରେ ଆରମ୍ଭ ହେଲା ସର୍ବସାଧାରଣ ଦର୍ଶନ। ସକାଳ ୭ ଟା ରୁ ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। କୋଭିଡ ଗାଇଡଲାଇନ ମାନି ଦର୍ଶନ କରୁଛନ୍ତି ଭକ୍ତ। ମନ୍ଦିର ଭିତରକୁ ଫୁଲ, ତୁଳସୀ, ଭୋଗ ଓ ଦୀପ ନେବା ମନା।

powered by social2s