ଆଜିଠୁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଆଜିଠୁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ପୁରୀ: ଆଜିଠୁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ବା ଶ୍ରୀମୁଖ ସିଂହାର ନୀତି। ଅପରାହ୍ନ ୪ ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଆସନ୍ତା ଶୁକ୍ରବାର ଦିନ ହେବ ଶ୍ରୀଜୀଉଙ୍କ ସୁବର୍ଣ୍ଣ 'ରହୁରେଖା' ଲାଗି ନୀତି।

powered by social2s