ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରେ ଅଗ୍ନିକାଣ୍ଡ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଲମତାପୁଟ: କୋରାପୁଟ ଜିଲ୍ଲା ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡରେ ପ୍ରାୟ କୋଟିଏ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ଯାଇଥିବା ସୂଚନା ମିଳିଛି। ନିଆଁ ଲିଭାଇବାକୁ ଉଦ୍ୟମ କରୁଥିବା ବେଳେ ଜଣେ ଇଞ୍ଜିନିୟର ଆହତ ହୋଇଛନ୍ତି।

powered by social2s