ଶନିବାର ଓ ରବିବାର ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ପୂର୍ବ ଭଳି ଶନିବାର ଓ ରବିବାର ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ଆସନ୍ତା ୧୦, ଗଣେଶ ପୂଜାରେ ମଧ୍ୟ ଶ୍ରୀମନ୍ଦିର ବନ୍ଦ ରଖିବା ପାଇଁ ଜିଲ୍ଲା ପ୍ରଶାସନ ନେଇଛି ନିଷ୍ପତ୍ତି। ଭିଡ଼ ନିୟନ୍ତ୍ରଣ ପାଇଁ ଜାରି ହୋଇଛି ଏଭଳି କଟକଣା।

powered by social2s