ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଓଡ଼ିଶାରେ ତିନି ଦିନ ବର୍ଷା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପଣିପାଗ ବିଭାଗ। ଏହାର ପ୍ରଭାବରେ ତିନି ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ ।

powered by social2s