ଭୁବନେଶ୍ୱର: ପ୍ଲସ ୩ରେ ନାମଲେଖା ପାଇଁ ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ କଟ ଅଫ ମାର୍କ। ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ସେପ୍ଟେମ୍ବର ୧୩ ରୁ ୧୬ ମଧ୍ୟରେ ନାମ ଲେଖାଇବା ପାଇଁ ଫି ଦାଖଲ କରିପାରିବେ। ଚଳିତ ବର୍ଷ ପ୍ରାୟ ୨ ଲକ୍ଷ ୬୦ ହଜାର ପିଲା ଆବେଦନ କରିଛନ୍ତି। ସେପ୍ଟେମ୍ବର ୨୧ ତାରିଖରେ ପ୍ରକାଶ ପାଇବ ଦ୍ୱିତୀୟ କଟ ଅଫ ମାର୍କ। ସେପ୍ଟେମ୍ବର ୨୨ ରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା।
powered by social2s

