ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତ ର ରୂପ ନେବା ସମ୍ଭାବନା ରହିଛି। ଓଡ଼ିଶାର ବିଭିନ୍ନ ସ୍ଥାନରେ ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
powered by social2s

