କାନ୍ଥ ପଡ଼ି ମହିଳା ଗୁରୁତର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ସଦର ଥାନା ଭରତପୁର ଗାଁରେ କାନ୍ଥ ପଡ଼ି ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି। ଗୁରୁତର ମହିଳା ଶାନ୍ତିଲତା ମଲିକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

powered by social2s