ଆଜି ନନ୍ଦନକାନନ ବନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ଆଜି ବନ୍ଦ ରହିଛି ନନ୍ଦନକାନନ ଚିଡ଼ିଆଖାନା। ଜୀବଜନ୍ତୁ ଓ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଚାରୋଟି ସଫାରି ଓ ବୋଟିଂ କୁ ନନ୍ଦନକାନନ କର୍ତ୍ତୃପକ୍ଷ ଗୋଟିଏ ଦିନ ପାଇଁ ବନ୍ଦ ଘୋଷଣା କରିଛନ୍ତି।

powered by social2s