ପ୍ରତିରକ୍ଷା ବିଭାଗର ଗୁପ୍ତ ତଥ୍ୟ ଲିକ୍ ଘଟଣା: ୪ ଜଣଙ୍କୁ କୋର୍ଟ ଚାଲାଣ କଲା ପୋଲିସ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ପ୍ରତିରକ୍ଷା ବିଭାଗର ଗୁପ୍ତ ତଥ୍ୟ ଲିକ୍ ଘଟଣାରେ ଗିରଫ ହୋଇଥିବା ୪ ଜଣଙ୍କୁ କୋର୍ଟ ଚାଲାଣ କଲା ପୋଲିସ। ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଲେ ବାଲେଶ୍ଵର ଚାନ୍ଦିପୁର ଅଞ୍ଚଳର ବସନ୍ତ ବେହେରା, ଏସକେ ମୁସାଫିର ଓ ବାଲେଶ୍ବର ସଦର ଥାନା ଅଞ୍ଚଳର ହେମନ୍ତ କୁମାର ମିସ୍ତ୍ରୀ ଓ ତାପସ ରଞ୍ଜନ ନାୟକ। ସେମାନେ ITR ର ୩ ନମ୍ବର ଲଞ୍ଚ ପ୍ୟାଡ ରେ କାମ କରୁଥିଲେ। ପାକିସ୍ତାନୀ ଏଜେଣ୍ଟଙ୍କ ସହ ଫୋନ କଲରେ ତଥ୍ୟ ପ୍ରଘଟ କରିଥିବା ସନ୍ଦେହ କରାଯାଉଛି।

powered by social2s