ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କଲେ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ରାମନାଥ କୋବିନ୍ଦ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଆଜି ୭୧ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେପ୍ଟେମ୍ବର ୧୭, ୧୯୫୦ ରେ ସେ ଜନ୍ମଲାଭ କରିଥିଲେ।

powered by social2s