ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ: ମୁଖ୍ୟମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନରେ କରାଯିବ ବୋଲି ଜଣାଯାଇଛି । ଗତକାଲି ସନ୍ଧ୍ୟାରେ କଟକରେ ତାଙ୍କର ଦେହାନ୍ତ ହୋଇଥିଲା ।

powered by social2s