ମହୁମାଛି ଆକ୍ରମଣରେ ୧୫ ଆହତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ବେଗନା ଗାଁରେ ମହୁମାଛି ଆକ୍ରମଣରେ ୧୫ ଜଣ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଦୁଇ ଗୁରୁତରଙ୍କୁ ପାଟଣା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶୁଦ୍ଧିକ୍ରିୟା କାର୍ଯ୍ୟ ଚାଲିଥିବା ବେଳେ ଏପରି ଘଟଣା ଘଟିଥିବା ଜଣାପଡ଼ିଛି।

powered by social2s