ସେପ୍ଟେମ୍ବର ୨୬ ରୁ ଓଡ଼ିଶାରେ ପ୍ରବଳ ବର୍ଷା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ସେପ୍ଟେମ୍ବର ୨୬ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅସାନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।

powered by social2s