ଭୁବନେଶ୍ୱର: ଘୂର୍ଣ୍ଣିବଳୟ ମିଆଁମାର ଉପକୂଳ ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି । ଏହା ଉତ୍ତର ପଶ୍ଚିମ ଦିଗ ରେ ଗତି କରି ଆଜି ସନ୍ଧ୍ୟା ବେଳକୁ ଉତ୍ତର ପୂର୍ବ ଓ ପାର୍ଶ୍ୱବର୍ତ୍ତି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବା ପରେ ଲଘୁଚାପ ରେ ପରିଣତ ହେବ । ଏହାର ପରବର୍ତ୍ତୀ ୪୮ ଘଣ୍ଟା ପରେ ଓଡ଼ିଶାକୁ ମୁଂହାଇବ । ପ୍ରଭାବରେ ଉତ୍ତର ଉପକୂଳର କିଛି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
powered by social2s

