ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସମ୍ବଲପୁର: ସନ୍ ସାଇନ୍ ପବ୍ଲିକ ସ୍କୁଲ୍ ର ଶିକ୍ଷୟତ୍ରୀ ମମିତା ମେହେର ଙ୍କ ହତ୍ୟା ମାମଲାରେ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି ରେ ଅନଦୋଳନ କୁ ଜୋରଦାର କରିଛି ବିଜେପି। ଦଳ ପକ୍ଷରୁ ଆଜି ସମ୍ବଲପୁରରେ ସକାଳ ୬ଟା ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳୁ ବିଜେପି କର୍ମୀ ମାନେ ସମ୍ବଲପୁରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏହାର ପ୍ରଭାବରେ ଗାଡ଼ି ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର ବନ୍ଦ ରହିଛି । ଏଥିସହିତ କାର୍ଯ୍ୟାଳୟ ଗୁଡ଼ିକୁ ବନ୍ଦ କରାଯାଇଛି ।

powered by social2s