ଭୁବନେଶ୍ୱର: ଓଡ଼ିଶାରେ ପର୍ଯ୍ୟାୟ କ୍ରମେ ଖୋଲିବ ସ୍କୁଲ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ।ମନ୍ତ୍ରୀ କହିବା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯାଉଛି,ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ ନିଷ୍ପତ୍ତି ନିଆଯିବ।ନୂଆବର୍ଷ ବେଳକୁ ସବୁ ଶ୍ରେଣୀ ଖୋଲିସାରିଥିବ ବୋଲି ଆଶା କରାଯାଉଛି।
powered by social2s

